ଦୁର୍ବଳ ହେଲା ଲଘୁଚାପ । ଅବପାତ ଆଜି ଦୁର୍ବଳ ହୋଇ ଓ୍ବେଲ୍ ମାର୍କ ଲୋ ପ୍ରେସରରେ ପରିଣତ ହୋଇଛି । ବର୍ତ୍ତମାନ ଏହା ଉତ୍ତର ଓ ଛତିଶଗଡ଼ ଓ ମଧ୍ୟପ୍ରଦେଶ ଉପରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ସମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
#NandighoshaTV #Odisha #Covid19
Nandighosha TV is the fastest growing television channel in Odisha and delivers reliable information across all platforms including Television, Internet and Mobile.
Visit Our Website: http://nandighoshatv.com/
Watch Live: http://nandighoshatv.com/live/
YouTube: https://www.youtube.com/c/NandighoshaTV
Facebook: https://www.facebook.com/NandighoshaTV
Twitter: https://twitter.com/NandighoshaTV
Instagram: https://www.instagram.com/nandighoshatv/
*Nandighosha TV Is Available On Following DTH Channels*
* DishTV Channel No: 1367
* Airtel Digital TV Channel No: 611
* TATASky Channel No: 1779
* hathw@y Channel No: 731
* Ortel Channel No: 707
* Videocon d2h Channel No: 840
* SITI Channel No: 17 & 458
* GTPL Channel No: 719
* SUN Direct Channel No: 667
* Asianet Channel No: 219
0 Comments